ଆସନ୍ତାକାଲି ଠାରୁ ସବୁ ସ୍କୁଲ ଛୁଟି

0
760
school students
school students
ଭୁବନେଶ୍ୱର : ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ସରକାର ନିଷ୍ପତି ନେଇଛନ୍ତି।
ଚଳିତବର୍ଷ ମେ’ ୪ରୁ ଖରାଛୁଟି ଘୋଷଣା କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା ।  ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ସରକାର ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି। ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ସରକାର ନିଷ୍ପତି ନେଇଛନ୍ତି।  school studentsମାତ୍ର ଖରାର ତାପମାତ୍ରା ବୃଦ୍ଧି ଯୋଗୁଁ ସରକାର ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି। ଫଳରେ ଛାତ୍ରଛାତ୍ରୀଙ୍କ ସମେତ ଶିକ୍ଷକ ଓ ଶିକ୍ଷୟତ୍ରିଙ୍କୁ ମଧ୍ୟ ଆଶ୍ୱସ୍ତି ମିଳିଛି।