ମହିଳାଙ୍କୁ ଗଣବଳାତ୍କାର ଅଭିଯୋଗ

0
735
rape victim
rape victim

ରାଉରକେଲା: ଘରେ ପଶି ଜନୈକା ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ପୁଲିସ ୨ ଜଣଙ୍କୁ ଗିରଫ କରିଥିବା ବେଳେ ୨ ଜଣ ଫେରାର ଅଛନ୍ତି।
ପୁରୁଷ ଲୋକଙ୍କ ଅନୁପସ୍ଥିତିରେ ଘରେ ପଶି ଜନୈକା ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଗତ କାଲି ବିଳମ୍ବିତ ରାତିରେ ଘଟିଛି ଏହି ଅଘଟଣ। ମହିଳାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅଭିଯୋଗ ଆଧାରରେ ପୁଲିସ ୨ ଜଣଙ୍କୁ ଗିରଫ କରିଥିବା ବେଳେ ୨ ଜଣ ଫେରାର ଅଛନ୍ତି।