ଭୁବନେଶ୍ୱର : ସ୍ୱାମୀର ଗୁଳିମାଡ଼ରେ ସ୍ତ୍ରୀର ମୃତ୍ୟୁ ହୋଇଛି। ଭଦ୍ରକ ଜିଲ୍ଲା ଡାହାଣୀଗଡ଼ିଆରେ ଏକ ଅଭାବନୀୟ ଘଟଣା ଘଡିଛି। ପାରିବାରିକ କଳହରୁ ସ୍ୱାମୀ ସ୍ତ୍ରୀକୁ ଗୁଳିକରି ହତ୍ୟା କରିଥିବା ଜଣାପଡିଛି। ଘଟଣା ପରେ ଅଭିଯୁକ୍ତଙ୍କୁ ପୋଲିସ ଅଟକ ରଖିଛି। ମିଳିଥିବା ସୂଚନା ଅନୁସାରେ ଅଭିଯୁକ୍ତ ସ୍ୱାମୀ ସିକ୍ୟୁରିଟି ଗାର୍ଡ଼ ଭାବେ କାର୍ଯ୍ୟ କରୁଥିଲେ।
LATEST ARTICLE
People celebrate zero night for new year-2020
Bhubaneswar : In the eve of new yea 2020, people celebrate zero night at different hotels, clubs and other spots. All hotels are prepared...