ଭୁବନେଶ୍ୱର : ବିଧାନସଭା ମୌସୁମୀ ଅଧିବେଶନ ଆସନ୍ତା ମାସ ୪ ତାରିଖରୁ ଆରମ୍ଭ ହେବ। ପ୍ରଥମ ଦିନରେ ଅର୍ଥାତ୍ ୪ ତାରିଖରେ ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ। ଏହା ସେପ୍ଟେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ୧୧ଟି କାର୍ଯ୍ୟ ଦିବସ ରହିଛି । ୧୭ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଆଗତ କରାଯିବ।
LATEST ARTICLE
People celebrate zero night for new year-2020
Bhubaneswar : In the eve of new yea 2020, people celebrate zero night at different hotels, clubs and other spots. All hotels are prepared...