ଦୁଷ୍କର୍ମ ପୀଡିତାଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଦେବେ ସରକାର

0
340
naveen patnaik
naveen patnaik
ଭୁବନେଶ୍ୱର : ଦୁଷ୍କର୍ମ ପୀଡିତାଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଦେବେ ସରକାର ।  ଏହା ସହ ଘଟଣାରେ ସେ ଦୁଖ ପ୍ରକାଶ କରିବା ସହ ତ୍ୱରିତ କାର୍ୟ୍ୟାନୁଷ୍ଠାନ ପାଇଁ  ନିର୍ଦ୍ଦେଶ ଦେଇଛନ୍ତି ।

ଦୁଷ୍କର୍ମ ପୀଡିତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ରାଶି ଘୋଷଣା । ପୀଡିତାଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି ମୁଖାମନ୍ତ୍ରୀ ନବୀନ ପଟ୍ଟନାୟକ ।

ସୂଚନାଯୋଗ୍ୟ କି, ମୟୁରଭଞ୍ଜ ଜିଲ୍ଲା ବେତନଟୀ ଗରୁଡସାହିରେ ନାବାଳିକାକୁ ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀ ଆଜି ଏହି ଘୋଷଣା କରିଛନ୍ତି ।